Sunday, May 31, 2026
35.2 C
Odisha

    ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋସ୍‌ ଅସୁସ୍ଥ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋସ୍‌ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ଆଜି ତାଙ୍କୁ ଇଷ୍ଟର୍ଣ୍ଣ କମାଣ୍ଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ରାଜଭବନର ଜଣେ ବରିଷ୍ଠ ଅଧିକାରୀ ଏହି ସୂଚନା ଦେଇଛନ୍ତି। ତାଙ୍କୁ ପୂର୍ବାହ୍ନ ପ୍ରାୟ ୧୦ଟା ସମୟରେ ଡାକ୍ତରଖାନା ନିଆଯାଇଥିଲା। ଡାକ୍ତରମାନେ ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି ଏବଂ ଆବଶ୍ୟକୀୟ ପରୀକ୍ଷା ପରେ ପରବର୍ତ୍ତୀ ପର୍ଯ୍ୟାୟ ଚିକିତ୍ସା ବିଷୟରେ ନିଷ୍ପତ୍ତି ନିଆଯିବ। ଅପରପକ୍ଷେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଡାକ୍ତରଖାନା ଯାଇ ରାଜ୍ୟପାଳଙ୍କ ସ୍ଵାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    35.2 ° C
    35.2 °
    35.2 °
    41 %
    1.9kmh
    56 %
    Sun
    37 °
    Mon
    40 °
    Tue
    41 °
    Wed
    43 °
    Thu
    44 °

    ସମ୍ବନ୍ଧିତ