Tuesday, October 6, 2026
22.3 C
Odisha

    ପଶ୍ଚିମା ଝଡ ପ୍ରଭାବରେ ୫ ଦିନ କୋହଲା ପାଗ ସହ ବର୍ଷା ସମ୍ଭାବନା

    ଆଗକୁ ପଢନ୍ତୁ

    ଓଡ଼ିଶାରେ ଅସହ୍ୟ ଶୀତ ଅନୁଭୁତ ହେବା ସହ ୧୧ ସହରର ତାପମାତ୍ରା ୧୦ ଡିଗ୍ରୀ ତଳେ ରହିଛି। ପାରଦ ତଳମୁହାଁ ହେବା ଯୋଗୁଁ ରାଜ୍ୟର କିଛି ସ୍ଥାନରେ ରାତି ତାପମାତ୍ରା ଖସିଛି। ତାପମାତ୍ରା ହ୍ରାସ ହେବା କାରଣରୁ ଥଣ୍ଡା ଅନୁଭୂତ ହେଉଛି। ଆଜିଠୁ ପ୍ରବଳ ଜାଡ ପଡିଥିବା ବେଳେ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁସାରେ କାଲିଠୁ ରାଜ୍ୟରେ ବର୍ଷାର ସମ୍ଭାବନା ରହିଛି। ପଶ୍ଚିମା ଝଡ ପ୍ରଭାବରେ ୫ ଦିନ କେହଲାପାଗ ସହ ବର୍ଷାର ସମ୍ଭାବନା ରହିଛି। ଆସନ୍ତାକାଲିଠାରୁ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସହ ୧୯ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ରାୟଗଡ଼ା, ଗଜପତି ଓ ଗଞ୍ଜାମରେ ବି ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଅନୁମାନ କରିଛି ପାଣିପାଗ ବିଭାଗ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.3 ° C
    22.3 °
    22.3 °
    79 %
    1kmh
    0 %
    Tue
    31 °
    Wed
    31 °
    Thu
    30 °
    Fri
    30 °
    Sat
    30 °

    ସମ୍ବନ୍ଧିତ