Friday, April 17, 2026
26.4 C
Odisha

    ପାକିସ୍ତାନରେ ପ୍ରବଳ ବର୍ଷା: ପରିବାରର ୧୨ ମୃତ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ପାକିସ୍ତାନର ଉତ୍ତରପଶ୍ଚିମାଞ୍ଚଳରେ ଶୁକ୍ରବାର ପ୍ରବଳ ବର୍ଷା ସାଙ୍ଗକୁ ଭୂସ୍ଖଳନ ଯୋଗୁ ଗୋଟିଏ ଘର ଭୁଶୁଡ଼ି ପଡ଼ିଛି। ଫଳରେ ପରିବାରର ୯ ପିଲାଙ୍କ ସମେତ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଖାଇବର ପଖ୍‌ତୁନ୍‌ଖ୍ବା ପ୍ରଦେଶର ଅପର ଡିର୍‌ ଜିଲାରେ ଏହି ଦୁଃଖଦ ଘଟଣା ଘଟିଛି। ମୃତଦେହଗୁଡ଼ିକୁ ମାଟିତଳୁ ବାହାର କରାଯାଇ ବ୍ୟବଚ୍ଛେଦ ନିମନ୍ତେ ହସ୍ପିଟାଲ ପଠାଯାଇଛି। ଆରବ ସାଗରରେ ସାମୁଦ୍ରିକ ବାତ୍ୟା ସୃଷ୍ଟି ହୋଇଥିବାରୁ ଏହାର ପ୍ରଭାବରେ ପାକିସ୍ତାନରେ କିଛିଦିନ ହେଲା ପ୍ରବଳ ବର୍ଷା ଲାଗିରହିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    26.4 ° C
    26.4 °
    26.4 °
    56 %
    0.9kmh
    0 %
    Fri
    42 °
    Sat
    43 °
    Sun
    43 °
    Mon
    44 °
    Tue
    42 °

    ସମ୍ବନ୍ଧିତ