Saturday, October 3, 2026
23 C
Odisha

    ପାକିସ୍ତାନରେ ଭଗତ ସିଂଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟ: ଦୃଢ଼ ପ୍ରତିବାଦ ଜଣାଇଲା ଭାରତ

    ଆଗକୁ ପଢନ୍ତୁ

    ପାକିସ୍ତାନରେ ଶହୀଦ ଭଗତ ସିଂଙ୍କ ପ୍ରତି ଆପତ୍ତିଜନକ ମନ୍ତବ୍ୟକୁ ନେଇ ଭାରତ ଇସ୍‌ଲାମାବାଦ ନିକଟରେ ଦୃଢ଼ ପ୍ରତିବାଦ ଜଣାଇଛି। ଲୋକ ସଭାରେ ବହିର୍ବ୍ୟାପାର ରାଷ୍ଟ୍ରମନ୍ତ୍ରୀ କୀର୍ତ୍ତିବର୍ଦ୍ଧନ ସିଂ ଏହା ଜଣାଇଛନ୍ତି।ସାଂସ୍କୃତିକ ଐତିହ୍ୟ ଉପରେ ଆକ୍ରମଣ ଏବଂ ପାକିସ୍ତାନରେ ସଂଖ୍ୟାଲଘୁଙ୍କ ପ୍ରତି ଅସହିଷ୍ଣୁତା ବୃଦ୍ଧି ପାଉଥିବାରୁ ନୂଆଦିଲ୍ଲୀ ଚିନ୍ତା ପ୍ରକଟ କରିବା ସହ କୂଟନୈତିକ ଚ୍ୟାନେଲ ଜରିଆରେ ଇସ୍‌ଲାମାବାଦ ନିକଟରେ ଦୃଢ଼ ପ୍ରତିବାଦ କରିଛି। ଭାରତର ସ୍ବାଧୀନତା ସଂଗ୍ରାମରେ ଭଗତ ସିଂଙ୍କ ମୂଲ୍ୟବାନ ଅବଦାନକୁ ସରକାର ଏବଂ ସମଗ୍ର ରାଷ୍ଟ୍ର ସ୍ବୀକୃତି ଦେଇଥିବା ମନ୍ତ୍ରୀ କହିଛନ୍ତି। ସୂଚନାଯୋଗ୍ୟ, ଗତମାସରେ ପାକସ୍ତାନର ପଞ୍ଜାବ ସରକାରଙ୍କ ଆଡଭୋକେଟ ଜେନେରାଲ ଅସ୍‌ଗର ଲେଘାରି ଲାହୋର ହାଇକୋର୍ଟରେ ଏକ ମାମଲାର ଶୁଣାଣି ବେଳେ ଭଗତ ସିଂଙ୍କ ବିରୋଧରେ କେତେକ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    23 ° C
    23 °
    23 °
    86 %
    1.4kmh
    58 %
    Fri
    23 °
    Sat
    30 °
    Sun
    30 °
    Mon
    31 °
    Tue
    31 °

    ସମ୍ବନ୍ଧିତ