Sunday, June 1, 2025
31.6 C
Odisha

    ପାକିସ୍ତାନ ଉପରେ ଭାରତର ପ୍ରଚଣ୍ଡ ହମଲା

    ଆଗକୁ ପଢନ୍ତୁ

    ପାକିସ୍ତାନର ଆକ୍ରମଣ ଜବାବରେ ପ୍ରଚଣ୍ଡ ଆକ୍ରମଣ କରିଛି ଭାରତ । ପାକିସ୍ତାନର ସିଆଲକୋଟ୍, ଲାହୋର ଓ ରାଜଧାନୀ ଇସ୍ଲାମାବାଦ ଉପରେ ଭାରତୀୟ ସେନା ଓ ବାୟୁସେନା ପକ୍ଷରୁ ପ୍ରଚଣ୍ଡ ବୋମାବର୍ଷଣ କରାଯାଉଛି । ଏହି ଆକ୍ରମଣରେ ଡ୍ରୋନର ବ୍ୟବହାର ମଧ୍ୟ କରାଯାଉଛି । ଭାରତ ପୂର୍ବରୁ ହିଁ ଲାହୋରର ଏୟାର ଡିଫେନ୍ସ ସିଷ୍ଟମକୁ ଧ୍ବଂସ କରିସାରିଛି । ଏହାଛଡ଼ା କିଛି ସମୟ ପୂର୍ବରୁ ଭାରତ ଲାହୋରର ଆଉ ଏକ ଆଓ୍ବାକସ୍ ଏୟାର ଡିଫେନ୍ସ ସିଷ୍ଟମକୁ ନଷ୍ଟ କରିଦେଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    31.6 ° C
    31.6 °
    31.6 °
    42 %
    2.3kmh
    92 %
    Sun
    31 °
    Mon
    39 °
    Tue
    36 °
    Wed
    39 °
    Thu
    40 °

    ସମ୍ବନ୍ଧିତ