Monday, July 7, 2025
24.4 C
Odisha

    ପାରା ଆଥଲେଟ୍ ପାୟଲ ନାଗଙ୍କୁ ଶୁଭକାମନା ଜଣାଇଲେ ମୁଖ୍ୟମନ୍ତ୍ରୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପାରା ଆଥଲେଟ୍ ପାୟଲ ନାଗଙ୍କୁ ଶୁଭକାମନା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ସୋସିଆଲ ମିଡିଆ ଏକ୍ସ‌ରେ କହିଛନ୍ତି, ନିଜର କଠିନ ପରିଶ୍ରମ ବଳରେ ଷଷ୍ଠ ଜାତୀୟ ତୀରନ୍ଦାଜ ପ୍ରତିଯୋଗିତାରେ ସ୍ଵର୍ଣ୍ଣ ପଦକ ବିଜେତା ଓଡ଼ିଶାର ଗର୍ବ।ତାଙ୍କର ଉଜ୍ଜଳ ଭବିଷ୍ୟତ ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ବୋଲି ମୁଖ୍ୟମନ୍ତୀ ସୋସିଆଲ ମିଡିଆ ଏକ୍ସ‌ରେ ଲେଖିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.4 ° C
    24.4 °
    24.4 °
    86 %
    2.2kmh
    100 %
    Sun
    24 °
    Mon
    27 °
    Tue
    24 °
    Wed
    27 °
    Thu
    25 °

    ସମ୍ବନ୍ଧିତ