Monday, December 8, 2025
13.6 C
Odisha

    ପୀତବାସ ପଣ୍ଡା ହତ୍ୟା ଘଟଣା: ଦୁଇ ମୁଖ୍ୟ ଅଭିଯୁକ୍ତଙ୍କୁ ଜେରା, ଆଉ ଦୁଇ ଜଣଙ୍କୁ ଉଠାଇ ଆଣିଲା ପୋଲିସ

    ଆଗକୁ ପଢନ୍ତୁ

     

    ସୂଚନା ଅନୁସାରେ ଅକ୍ଟୋବର ୬ ରାତି ୧୦ଟା ୧ରେ ପୀତବାସଙ୍କ ଘର ନିକଟ ଛକରେ କୁରୁପତି ଦେଶୀ ବନ୍ଧୁକରେ ପୀତବାସଙ୍କ ଉପରେ ଗୁଳି ଚଳାଇଥିଲା । ଗୁଳିମାଡ଼ରେ ପୀତାବାସଙ୍କ ମୃତ୍ୟୁ ହୋଇଥିଲା । ମାମଲାରେ ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ବ୍ରହ୍ମପୁରର ପୂର୍ବତନ ମେୟର ଶିବଶଙ୍କର ଦାସଙ୍କ ସମେତ ଏଯାଏ ୧୪ ଜଣ ଗିରଫ ହୋଇଛନ୍ତି ।

     

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    13.6 ° C
    13.6 °
    13.6 °
    39 %
    1.2kmh
    91 %
    Mon
    26 °
    Tue
    26 °
    Wed
    26 °
    Thu
    26 °
    Fri
    26 °

    ସମ୍ବନ୍ଧିତ