Friday, March 21, 2025
24.1 C
Odisha

    ପୀତାମ୍ବର ଆଚାର୍ଯ୍ୟ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟଙ୍କୁ ବଡ଼ ଦାୟିତ୍ବ । ପୀତାମ୍ବର ଆଚାର୍ଯ୍ୟଙ୍କୁ ଆଡଭୋକେଟ ଜେନେରାଲ ଭାବେ ନିଯୁକ୍ତି । ଏଜି ଭାବେ ନିଯୁକ୍ତି କଲେ ରାଜ୍ୟପାଳ । ଏ ନେଇ ଆଇନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ହେଉଛନ୍ତି ପୀତାମ୍ବର ଆଚାର୍ଯ୍ୟ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    24.1 ° C
    24.1 °
    24.1 °
    31 %
    1.7kmh
    0 %
    Fri
    38 °
    Sat
    30 °
    Sun
    34 °
    Mon
    37 °
    Tue
    37 °

    ସମ୍ବନ୍ଧିତ