Sunday, June 1, 2025
31.6 C
Odisha

    ପୁଂଛ୍ ଆତଙ୍କବାଦୀ ଆକ୍ରମଣ ପଛରେ ପାକିସ୍ତାନୀ ସେନାର ପୂର୍ବତନ କମାଣ୍ଡୋ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ: ଶନିବାର ଜମ୍ମୁ-କାଶ୍ମୀରର ପୁଂଛରେ ଭାରତୀୟ ବାୟୂସେନା ଉପରେ ଆତଙ୍କବାଦୀ ଆକ୍ରମଣରେ ଜଣେ ଯବାନ ସହୀଦ ହୋଇଛନ୍ତି । ଏହି ଆକ୍ରମଣରେ ୪ ଜଣ ଯବାନ ମଧ୍ୟ ଆହତ ହୋଇଛନ୍ତି । ଏହି ଆତଙ୍କବାଦୀଙ୍କ ବିରୋଧରେ ତଦନ୍ତ ଚାଲିଥିବାବେଳେ ୩ ଜଣଙ୍କ ନାମ ସାମନାକୁ ଆସିଛି । ଏଥିରେ ଜଣେ ପାକିସ୍ତାନର ଜଣେ ପୂର୍ବତନ କମାଣ୍ଡୋ ରହିଛନ୍ତି । ତାଙ୍କ ନାମ ହେଉଛି ଇଲିଆସ ଏବଂ କୋଡ ନାମ ଫଉଜି । ତେବେ ଏହି ଆତଙ୍କବାଦୀ ହମଲାରେ ପରେ ସେନା ପକ୍ଷରୁ ସର୍ଚ୍ଚ ଅପରେସନ କରାଯାଇଛି । ଅନେକ ସନ୍ଦିଗ୍ଧଙ୍କୁ ଧରା ହୋଇଥିବାବେଳେ ଏମାନଙ୍କର ଏହି ୩ଜଣଙ୍କ ସହ ଲିଙ୍କ୍ ରହିଥିବା କୁହାଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    31.6 ° C
    31.6 °
    31.6 °
    42 %
    2.3kmh
    92 %
    Sun
    31 °
    Mon
    39 °
    Tue
    36 °
    Wed
    39 °
    Thu
    40 °

    ସମ୍ବନ୍ଧିତ