Saturday, July 27, 2024
24.6 C
Odisha

    ପୁରୀରେ କଂଗ୍ରେସ ପ୍ରାର୍ଥୀଙ୍କୁ ଆକ୍ରମଣ

    ଆଗକୁ ପଢନ୍ତୁ

    ସାରା ଓଡ଼ିଶାରେ ନିର୍ବାଚନ ମାହୋଲ ସରଗରମ ରହିଛି । ତେବେ ପୁରୀ ରାଜନୀତି ଏବେ ଚର୍ଚ୍ଚାରେ ରହିଥିବା ବେଳେ ଏଠାରେ ଘଟିଯାଇଛି ଏକ ଅଭାବନୀୟ ଘଟଣା । ପ୍ରଚାରରେ ବୁଲିବା ବେଳେ କଂଗ୍ରେସ ପ୍ରାର୍ଥୀଙ୍କୁ ଆକ୍ରମଣ ହୋଇଥିବା ଜାଣିବାକୁ ମିଳିଛି । ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିର ନିକଟରେ କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥଙ୍କ ଉପରେ କିଛି ଦୁର୍ବୃତ୍ତ ଆକ୍ରମଣ କରିଛନ୍ତି । ଏହି ଘଟଣାରେ ଉମାବଲ୍ଲଭଙ୍କ ମୁଣ୍ଡରେ ଆଘାତ ଲାଗିଛି । ତେବେ ଏହି ଆକ୍ରମଣ ଘଟଣାକୁ ନେଇ କୁମ୍ଭାରପଡ଼ା ଥାନାରେ ଅଭିଯୋଗ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ଉମାବଲ୍ଲଭ ରଥ ଏବଂ ଦଳୀୟ କର୍ମୀ । ତେବେ ନିର୍ବାଚନ ସମୟରେ ଜଣେ ପ୍ରାର୍ଥୀଙ୍କ ଉପରକୁ ଆକ୍ରମଣ ମାମଲା ଅଞ୍ଚଳରେ ଉତ୍ତେଜନା ପରିସ୍ତିତି ସୃଷ୍ଟି କରିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.6 ° C
    24.6 °
    24.6 °
    94 %
    4.3kmh
    100 %
    Sat
    25 °
    Sun
    29 °
    Mon
    30 °
    Tue
    30 °
    Wed
    28 °

    ସମ୍ବନ୍ଧିତ