Friday, September 11, 2026
24.4 C
Odisha

    ପୁଲିସ ଗାଡ଼ି ଦୁର୍ଘଟଣାଗ୍ରସ୍ତ, ୯ ମହିଳା ପୁଲିସ କର୍ମଚାରୀ ଆହତ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ନିର୍ବାଚନ ଡ୍ୟୁଟିରେ ଯାଉଥିବା ପୁଲିସ ଗାଡ଼ି ଦୁର୍ଘଟଣାଗ୍ରସ୍ତ। ଦୁର୍ଘଟଣାରେ ୯ ଜଣ ମହିଳା ପୁଲିସ କର୍ମଚାରୀ ଆହତ ହୋଇଥିବା ସୂଚନା। ବାଣୀବିହାର ସତସଙ୍ଗପାର୍କ ଆଗରେ ବସଟି ଦୁର୍ଘଟଣା ହୋଇଛି । ସମସ୍ତ ଆହତ ମହିଳା ପୁଲିସଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    24.4 ° C
    24.4 °
    24.4 °
    95 %
    2kmh
    95 %
    Fri
    25 °
    Sat
    25 °
    Sun
    29 °
    Mon
    31 °
    Tue
    31 °

    ସମ୍ବନ୍ଧିତ