Sunday, March 8, 2026
28.4 C
Odisha

    ପ୍ରବଳ କୁହୁଡି ସାଙ୍ଗକୁ ବଢିବ ଶୀତ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର: ରାଜ୍ୟରେ ବଢିବ ଶୀତ। ନୂଆବର୍ଷରୁ ପାରଦ ଖସିବ ଏବଂ ପ୍ରବଳ ଶୀତ ଅନୁଭୁତ ହେବ। ଆସନ୍ତା ୪ ତାରିଖ ଯାଏଁ ରାଜ୍ୟରେ ଥଣ୍ଡା ବଢିବ ଏବଂ ରାତି ତାପମାତ୍ରା ୩ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ଖସିବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଆଜିଠୁ ଆଭ୍ୟନ୍ତରୀଣ ଓଡିଶାର କଳାହାଣ୍ଡି , କନ୍ଧମାଳ, ସମ୍ବଲପୁର , ବରଗଡ, ସୁନ୍ଦରଗଡ, ଝାରସୁଗୁଡା, ବଲାଙ୍ଗୀର , ସୋନପୁର , ବୌଦ୍ଧ , ମୟୁରଭଞ୍ଜ ଆଦି ଜିଲ୍ଲାରେ ତାପମାତ୍ରା କମିବ। ପରେ ଉପକୂଳ ଓଡିଶାର ଅଧିକାଂଶ ଜିଲ୍ଲାରେ ତାପମାତ୍ରା କମିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆସନ୍ତା ୭ଦିନ ପର୍ଯ୍ୟନ୍ତ ରାଜ୍ୟରେ ପାଗ ଶୁଖିଲା ରହିବ। ଘନ କୁହୁଡି ନେଇ ୬ ଜିଲ୍ଲାକୁ ସତର୍କତା ଜାରି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    28.4 ° C
    28.4 °
    28.4 °
    52 %
    3.1kmh
    89 %
    Sun
    29 °
    Mon
    37 °
    Tue
    38 °
    Wed
    39 °
    Thu
    40 °

    ସମ୍ବନ୍ଧିତ