Thursday, April 16, 2026
27.7 C
Odisha

    ପ୍ରବଳ ତାତି, ଭୁବନେଶ୍ବର ଓ ସୋନପୁରରେ ୩୬.୨ ଡିଗ୍ରୀ ତାପମାତ୍ରା ରେକର୍ଡ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଏବେଠୁ ଅସହ୍ୟ ହେଲାଣି ତାତି । ରାଜ୍ୟରେ ଦିନକୁ ଦିନ ବଢୁଛି ତାପମାତ୍ରା । ପ୍ରବଳ ଖରା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ । ୩୬ ଡିଗ୍ରୀ ଉପରେ ରହିଛି ୩ସହରର ତାପମାତ୍ରା । ୩୬.୪ ଡିଗ୍ରୀ ସହ ସବୁଠୁ ଉତ୍ତପ୍ତ ପାଲଟିଛି ଝାରସୁଗୁଡ଼ା । ଭୁବନେଶ୍ବର ଓ ସୋନପୁରରେ ୩୬.୨ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଦୁଇରୁ ୩ ଦିନ ମଧ୍ୟରେ ତାପମାତ୍ରା ୩୬ ଡିଗ୍ରୀରୁ ବଢି ୩୭ ଡିଗ୍ରୀ ପର୍ଯ୍ୟନ୍ତ ଯାଇପାରେ। ବିଶେଷକରି ଝାରସୁଗୁଡା, ସୋନପୁର, ଟିଟିଲାଗଡ ଓ ଭୁବନେଶ୍ବର ଭଳି ସହରରେ ତାପମାତ୍ରା ଅଧିକ ରହିବ । ପଶ୍ଚିମ ଓ ଉତ୍ତର ଓଡ଼ିଶାରେ ପ୍ରବଳ ଗରମ ହେବା ସହ ଗୁଳୁଗୁଳି ପ୍ରଭାବ ଅଧିକ ରହିବା ନେଇ ପୂର୍ବାନୁମାନ କରାଯାଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.7 ° C
    27.7 °
    27.7 °
    41 %
    1.8kmh
    0 %
    Thu
    43 °
    Fri
    43 °
    Sat
    43 °
    Sun
    44 °
    Mon
    42 °

    ସମ୍ବନ୍ଧିତ