Saturday, March 7, 2026
35.2 C
Odisha

    ପ୍ରବାସୀ ଭାରତୀୟ ଦିବସ, ଖୋଲିଲା ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ଆୟୋଜନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜିଠାରୁ ୨୪ ଘଣ୍ଟିଆ ନିୟନ୍ତ୍ରଣ କକ୍ଷ କାର୍ଯ୍ୟକ୍ଷମ କରିଛନ୍ତି। ଚଳିତ ମାସ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ଆୟୋଜିତ ହେବ। ଏଥିପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି।ସୂଚନା ଅନୁଯାୟୀ, ଏହି କାର୍ଯ୍ୟକ୍ରମରେ ଯୋଗ ଦେବାକୁଥିବା ପ୍ରବାସୀ ଭାରତୀୟଙ୍କ ସମେତ ସମସ୍ତ ବ୍ୟକ୍ତିବିଶେଷ, ସରକାରୀ ଅଧିକାରୀ ଓ ଗଣମାଧ୍ୟମ ସଂସ୍ଥା ନିୟନ୍ତ୍ରଣ କକ୍ଷ ସହ ଯୋଗାଯୋଗ କରି ଆବଶ୍ୟକ ତଥ୍ୟ ପାଇପାରିବେ। ଗୃହ ବିଭାଗରେ ଖୋଲାଯାଇଥିବା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍‌ ଚଳିତ ଜାନୁଆରୀ ୨ରୁ ୧୧ ତାରିଖ ଯାଏଁ କାର୍ଯ୍ୟକ୍ରମ ରହିବ। ନିୟନ୍ତ୍ରଣ କକ୍ଷ ଟେଲିଫୋନ ନମ୍ବର ହେଉଛି ୦୬୭୪-୨୩୯୦୪୧୧ ଏବଂ ୦୬୭୪-୨୩୯୦୮୧୧।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.2 ° C
    35.2 °
    35.2 °
    21 %
    3.3kmh
    0 %
    Sat
    34 °
    Sun
    37 °
    Mon
    37 °
    Tue
    39 °
    Wed
    40 °

    ସମ୍ବନ୍ଧିତ