Friday, December 26, 2025
14.4 C
Odisha

    ପ୍ରେମିକ ଆଗରେ ପ୍ରେମିକାକୁ ଦୁଷ୍କର୍ମ ଅଭିଯୋଗ

    ଆଗକୁ ପଢନ୍ତୁ

    ସମ୍ବଲପୁରରୁ ପ୍ରେମିକ ଆଗରେ ତାଙ୍କ ପ୍ରେମିକାଙ୍କୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଘଟଣା ସମ୍ବଲପୁରର ବାମରା ଅଞ୍ଚଳରେ ଘଟିଛି । ପୀଡ଼ିତାଙ୍କ ପରିବାର ପକ୍ଷରୁ ଥାନାରେ ଏତଲା ଦିଆଯାଇଛି । ଅଭିଯୋଗ ପାଇବା ପରେ ପୋଲିସ ୪ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ତେବେ ଘଟଣାକୁ ନେଇ ସାରା ଅଞ୍ଚଳରେ ଚର୍ଚ୍ଚା ସୃଷ୍ଟି ହୋଇଛି । ଦୁଷ୍କର୍ମ ଅଭିଯୁକ୍ତଙ୍କୁ କଠୋରରୁ ଅତି କଠୋର ଦଣ୍ଡ ଦେବାକୁ ସାଧାରଣରେ ଦାବି ହେଉଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    14.4 ° C
    14.4 °
    14.4 °
    53 %
    1.6kmh
    2 %
    Thu
    14 °
    Fri
    26 °
    Sat
    27 °
    Sun
    28 °
    Mon
    28 °

    ସମ୍ବନ୍ଧିତ