Sunday, March 15, 2026
35.6 C
Odisha

    ବଡ଼ଠାକୁର ବଳଭଦ୍ର ମୁହଁମାଡି ପଡିଯିବା ଅକ୍ଷମଣୀୟ ତ୍ରୁଟି : ବିଜେଡି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର; ବଡ଼ଠାକୁର ବଳଭଦ୍ର ମୁହଁ ମାଡି ତଳେ ପଡିଯିବା ଘଟଣା ଏକ ଅକ୍ଷମଣୀୟ ତ୍ରୁଟି । କୋଟି କୋଟି ଓଡ଼ିଆ ଓ ଜଗନ୍ନାଥପ୍ରେମୀଙ୍କୁ ଏହା ଗଭୀର ଭାବେ ଆଘାତ ଦେଇଛି । ମର୍ମାହତ କରିଛି । ବେଶୀ ମର୍ମାହତ କରିଛି ରାଜ୍ଯ ସରକାରଙ୍କ ବେପରୁଆ ମନ୍ତବ୍ଯ । ଗତକାଲି ପହଣ୍ଡିବେଳେ ବଳଭଦ୍ର ପଡିଯିବା ନେଇ ଏପରି ପ୍ରତିକ୍ରିୟା ପ୍ରକାଶ କରିଛି ବିଜେଡି । ବିଜେଡି କହିଛି ଏହା ଅତ୍ୟନ୍ତ ସମ୍ବେଦନଶୀଳ ପ୍ରସଙ୍ଗ । ଗତକାଲି ଶ୍ରୀକ୍ଷେତ୍ରରେ ଯେଉଁ ଅଘଟଣ ଘଟିଲା, ତାହା କୋଟି କୋଟି ଲୋକଙ୍କ ଭାବାବେଗକୁ ଆଘାତ ଦେଇଛି । ତାହା ସମସ୍ତଙ୍କୁ ମର୍ମାହତ, ଲଜ୍ଜିତ, ବ୍ୟଥିତ କରିଛି । ଯିଏ ଭଗବାନକୁ ଟିକେ ଵି ଭଲ ପାଆନ୍ତି, ସେମାନଙ୍କ ପାଇଁ ଏହା ଲଜ୍ଜାଜନକ ଘଟଣା । ସମସ୍ତେ କାନ୍ଦୁଛନ୍ତି । ହେଲେ ଆଇନ ମନ୍ତ୍ରୀ ଓ ଉପ ମୁଖ୍ୟମନ୍ତ୍ରୀଙ୍କ ମନ୍ତବ୍ୟ ସମସ୍ତକୁ ମର୍ମାହତ କରିଛି ବୋଲି ପ୍ରେସମିଟ କରି କହିଛନ୍ତି ବିଜେଡି ନେତ୍ରୀ ତଥା ଭୁବନେଶ୍ବର ମେୟର ସୁଲୋଚନା ଦାସ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    35.6 ° C
    35.6 °
    35.6 °
    19 %
    0.1kmh
    6 %
    Sun
    38 °
    Mon
    36 °
    Tue
    38 °
    Wed
    37 °
    Thu
    36 °

    ସମ୍ବନ୍ଧିତ