Tuesday, September 29, 2026
23.8 C
Odisha

    ବଡ଼ ଭାଇଙ୍କୁ ଟାଙ୍ଗିଆରେ ହାଣି ମାରିଲା ସାନ ଭାଇ

    ଆଗକୁ ପଢନ୍ତୁ

    ସାନ ଭାଇଙ୍କ ଟାଙ୍ଗିଆ ଚୋଟରେ ବଡ଼ ଭାଇଙ୍କ ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା ଘଟିଛି ଝାରସୁଗୁଡ଼ା ଜିଲା ଲଖନପୁର ଥାନା କୁଡ଼ାଲୋଇ ଗଙ୍ଗାପଡ଼ାରେ। ଅଭିଯୁକ୍ତ ସାନ ଭାଇଙଙ୍କୁ ଅଟକ ରଖି ପୋଲିସର ପଚରାଉଚରା କରୁଛି। ତେବେ କେଉଁ କାରଣ ପାଇଁ ହତ୍ୟା କରାଯାଇଛି ତାହାକୁ ନେଇ ସ୍ପଷ୍ଟ ହୋଇ ନାହିଁ। ପୋଲିସ ଖବରପାଇ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି। ଅଧିକ ତଦନ୍ତ ପାଇଁ ସାନ ଭାଇକୁ ମଧ୍ୟ ଅଟକ ରଖି ପଚରାଉଚରା କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.8 ° C
    23.8 °
    23.8 °
    84 %
    1.5kmh
    7 %
    Tue
    24 °
    Wed
    30 °
    Thu
    31 °
    Fri
    31 °
    Sat
    31 °

    ସମ୍ବନ୍ଧିତ