Thursday, July 31, 2025
24 C
Odisha

    ବଢ଼ିଲା ଓମଫେଡ୍ କ୍ଷୀରର ଦାମ୍, ଲିଟର ପ୍ରତି ୪ ଟଙ୍କା ବୃଦ୍ଧି

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ପୁଣି ବଢ଼ିଲା ଓମଫେଡ୍ କ୍ଷୀରର ଦାମ୍ । ଓମଫେଡ୍ କ୍ଷୀର ଲିଟର ପ୍ରତି ଦାମ୍ ବୃଦ୍ଧି। ବଜାରକୁ ଆସିଲା ଓମଫେଡର ନୂଆ ଦର । ପ୍ରିମିୟର ଓ ଟୋନ୍ଡ କ୍ଷୀର ଲିଟର ପିଛା ୨ ଟଙ୍କା ବୃଦ୍ଧି ହୋଇଛି । ଗୋଲ୍ଡ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ହୋଇଛି । ଏନେଇ ଓମଫେଡ୍ ପକ୍ଷରୁ ଦିଆଗଲା ସୂଚନା ଦିଆଯାଇଛି।

    ସୂଚନା ଅନୁଯାୟୀ ପୂର୍ବରୁ ଜୁନ ୧ ତାରିଖରେ କ୍ଷୀରର ରେଟ୍ ବୃୃଦ୍ଧି କରିବା ନେଇ ଘୋଷଣା କରିଥିଲେ ରାଜ୍ୟ ସରକାର । ସେହିପରି ଦୁଗ୍ଧ ଚାଷୀଙ୍କୁ ଅଧିକ ୩ ଟଙ୍କା ଦେବେ ରାଜ୍ୟ ସରକାର । ଖାଉଟି ମାନଙ୍କ ପାଇଁ କ୍ଷୀର ଲିଟର ପିଛା ୪ ଟଙ୍କା ବୃଦ୍ଧି ହୋଇଥିବାବେଳେ ୨ ଟଙ୍କା ବହନ କରିବେ ରାଜ୍ୟ ସରକାର । ଯାହା ଆଜିଠାରୁ ରାଜ୍ୟରେ ଲାଗୁ ହୋଇଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24 ° C
    24 °
    24 °
    90 %
    1.6kmh
    97 %
    Thu
    30 °
    Fri
    31 °
    Sat
    31 °
    Sun
    32 °
    Mon
    32 °

    ସମ୍ବନ୍ଧିତ