Monday, May 25, 2026
40.4 C
Odisha

    ବଢ଼ିଲା ମନ୍ତ୍ରୀ-ଅଫିସର୍‌ଙ୍କ ମାସିକ ଗାଡ଼ି ଖର୍ଚ୍ଚ, 6 ବର୍ଷ ପରେ ଭଡ଼ା ସଂଶାଧନ

    ଆଗକୁ ପଢନ୍ତୁ

    ଭୁବନେଶ୍ବର   :   ବଢ଼ିଲା ମନ୍ତ୍ରୀ, ଅଫିସର୍‌ଙ୍କ ମାସିକ ଗାଡ଼ି ଖର୍ଚ୍ଚ । ମାସିକ ଗାଡ଼ି ଖର୍ଚ୍ଚ ବୃଦ୍ଧି କଲେ ରାଜ୍ୟ ସରକାର । ପୂର୍ବ ନିର୍ଦ୍ଧାରିତ ଘରୋଇ ଗାଡ଼ି ଭଡ଼ାରେ ସଂଶୋଧନ କରାଯାଇଛି । ୫୦,୪୦୦ ଟଙ୍କା ହେଲା ମନ୍ତ୍ରୀଙ୍କ ଗାଡ଼ି ଖର୍ଚ୍ଚ । ସେହିପରି ଜିଲ୍ଲାପାଳ, ଏସ୍‌ପିଙ୍କ ଗାଡ଼ି ଖର୍ଚ୍ଚ ୪୪, ୪୦୦କୁ ବୃଦ୍ଧି କରାଯାଇଛି । ଆଜି ଏନେଇ ବିଜ୍ଞପ୍ତି ପ୍ରକାଶ ପାଇଛି ।

    ମନ୍ତ୍ରୀ, ଅଫିସର ଓ VVIP ବ୍ୟବହାର କରୁଥିବା ଘରୋଇ ଗାଡ଼ି ଭଡ଼ା ବୃଦ୍ଧି କରାଯାଇଛି । ପୂର୍ବରୁ ନିର୍ଦ୍ଧାରିତ ଖର୍ଚ୍ଚ ସୀମାରେ ସଂଶୋଧନ କରାଯାଇଛି । ପ୍ରାୟ 6 ବର୍ଷ ପରେ ଭଡ଼ା ସଂଶାଧନ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    40.4 ° C
    40.4 °
    40.4 °
    19 %
    2.7kmh
    44 %
    Mon
    36 °
    Tue
    45 °
    Wed
    46 °
    Thu
    47 °
    Fri
    45 °

    ସମ୍ବନ୍ଧିତ