Saturday, February 28, 2026
19 C
Odisha

    ବଢିଲା ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ : କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଆସିଲା ଖୁସି ଖବର। ଆଜି ମହଙ୍ଗା ଭତ୍ତା(ଡିଏ) ବୃଦ୍ଧି କରିଛନ୍ତି ସରକାର। ମହଙ୍ଗା ଭତ୍ତା ୨% ବୃଦ୍ଧି କରାଯାଇଛି। କେନ୍ଦ୍ର କ୍ୟାବିନେଟ ବୈଠକରେ ସରକାର ଏହି ବଡ ନିଷ୍ପତ୍ତି ନେଇଛନ୍ତି। ଏହି ବୃଦ୍ଧି ସହ କେନ୍ଦ୍ର ସରକାରୀ କର୍ମଚାରୀ ଓ ପେନସନ ଭୋଗୀଙ୍କ (ଡିଏ) ୫୩ରୁ ୫୫ ପ୍ରତିଶତକୁ ବୃଦ୍ଧି ପାଇଛି। ସପ୍ତମ ବେତନ ଆୟୋଗ ଅଧୀନରେ ଏହି ବୃଦ୍ଧି କରାଯାଇଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19 ° C
    19 °
    19 °
    33 %
    1.1kmh
    4 %
    Sat
    34 °
    Sun
    36 °
    Mon
    37 °
    Tue
    37 °
    Wed
    37 °

    ସମ୍ବନ୍ଧିତ