ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ ଆଶ୍ୱସ୍ତି, ହାଇକୋର୍ଟରୁ ମିଳିଲା ଜାମିନ

ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ ଆଶ୍ୱସ୍ତି, ହାଇକୋର୍ଟରୁ ମିଳିଲା ଜାମିନ
ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ବଡ ଆଶ୍ୱସ୍ତି, ହାଇକୋର୍ଟରୁ ମିଳିଲା ଜାମିନ

ଭୁବନେଶ୍ୱର: ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ହାଇକୋର୍ଟରୁ ମିଳିଲା ସର୍ତ୍ତମୂଳକ ଜାମିନ । ତିନୋଟି ମାମଲାରେ ପ୍ରଦୀପଙ୍କୁ ମିଳିଛି ସର୍ତ୍ତମୂଳକ ଜାମିନ ।

ଦୁଇ ଲକ୍ଷ ଟଙ୍କାର ଦୁଇ ଜଣ ଜାମିନଦାର ବଦଳରେ ବିଧାୟକଙ୍କୁ ଜାମିନ ପ୍ରଦାନ କରାଯାଇଛି । ତାଙ୍କୁ ଏବେ ଟାଟା କମ୍ପାନୀରେ ଚାକିରି କରାଇଦେବା ନାଁରେ ଠକେଇ ମାମଲାରେ ଜାମିନ ମିଳିଛି। ଜାମିନ ସର୍ତ୍ତ ପୂରଣ କଲେ ନିମ୍ନ ଅଦାଲତ ତାଙ୍କୁ ଜାମିନରେ ଛାଡ଼ିବେ ବୋଲି ହାଇକୋର୍ଟ କହିଛନ୍ତି ।