Wednesday, April 15, 2026
27.1 C
Odisha

    ବନ୍ଦ ଘରୁ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

    ଆଗକୁ ପଢନ୍ତୁ

    କଣ୍ଟାବାଞ୍ଜି : ବନ୍ଦ ଘରୁ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ମୁରିବାହାଲ ଥାନା ସେମିଲପାଲି ଗାଁରେ ଅଭାବନୀୟ ଘଟଣା ଘଟିଛି। ଏକ ବନ୍ଦ ଘରୁ ଯୁବକ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଶନିବାରଠାରୁ ଉଭୟ ଘରୁ ବାହାରକୁ କୌଣସି କାମରେ ଯାଇ ଫେରିନଥିଲେ। ବିଳମ୍ବ ହେବାରୁ ପରିବାର ଲୋକେ ବହୁ ଖୋଜାଖୋଜି କରିଥିଲେ। ହେଲେ ନିରାଶ ହୋଇଥିଲେ। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଥିଲା। ଆଜି ସକାଳୁ ଏକ ବନ୍ଦ ଘରୁ ପୁଲିସ୍ ଉଭୟଙ୍କ ମୃତଦେହ ଉଦ୍ଧାର କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଜଣାପଡିନାହିଁ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    27.1 ° C
    27.1 °
    27.1 °
    55 %
    2kmh
    0 %
    Tue
    27 °
    Wed
    42 °
    Thu
    44 °
    Fri
    44 °
    Sat
    43 °

    ସମ୍ବନ୍ଧିତ