Sunday, April 20, 2025
30.5 C
Odisha

    ବନ୍ୟଜନ୍ତୁ ଆକ୍ରମଣରେ ୫ ବର୍ଷରେ ୭୯୯ ମୃତ୍ୟୁ, ଢେଙ୍କାନାଳରେ ସର୍ବାଧିକ

    ଆଗକୁ ପଢନ୍ତୁ

    ଭୁବନେଶ୍ଵର : ରାଜ୍ୟରେ ବନ୍ୟଜନ୍ତୁ ଆକ୍ରମଣରେ ୫ ବର୍ଷରେ ୭୯୯ ଲୋକଙ୍କ ମୃତ୍ୟୁ ଘଟିଛି। ଆଜି ବିଧାନସଭା ଅଧିବେଶନରେ ଏ ନେଇ ଉତ୍ତର ରଖିଛନ୍ତି ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶ ରାମ ଖୁଣ୍ଟିଆ। ସେ କହିଛନ୍ତି ଗତ ୫ ବର୍ଷରେ ବନ୍ୟଜନ୍ତୁ ଆକ୍ରମଣରେ ପ୍ରାୟ ୭୯୯ ଲୋକଙ୍କର ମୃତ୍ୟୁ ଘଟିଥିବାବେଳେ ୧୯୬୨ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଢେଙ୍କାନାଳ ଜିଲ୍ଲାରେ ସର୍ବାଧିକ ୧୪୭ ଜଣଙ୍କର ମୃତ୍ୟୁ ଘଟିଛି। ୫ ବର୍ଷରେ ୨ ହଜାର ୮୩୨ ବନ୍ୟଜନ୍ତୁଙ୍କର ମୃତ୍ୟୁ ଘଟିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.5 ° C
    30.5 °
    30.5 °
    48 %
    2.4kmh
    3 %
    Sun
    31 °
    Mon
    43 °
    Tue
    44 °
    Wed
    44 °
    Thu
    44 °

    ସମ୍ବନ୍ଧିତ