Sunday, March 15, 2026
26.8 C
Odisha

    ବରଗଡ଼ରୁ ଅଯୋଧ୍ୟା ଗଡ଼ିଲା ବସ୍‌, ଷ୍ଟିଅରିଂ ଧରି ବିଧାୟକ କଲେ ଶୁଭାରମ୍ଭ

    ଆଗକୁ ପଢନ୍ତୁ

    ବରଗଡ଼ : ବରଗଡ଼ରୁ ଅଯୋଧ୍ୟାକୁ ଆଜି ସରକାରୀ ବସ୍‌ ସେବା ଆରମ୍ଭ ହୋଇଛି। ସ୍ଥାନୀୟ ବିଧାୟକ ଅଶ୍ବିନୀ କୁମାର ଷଡ଼ଙ୍ଗୀ ଏହାର ଶୁଭାରମ୍ଭ କରିଛନ୍ତି। ବରଗଡ଼ରୁ ସକାଳ ୮ଟାରୁ ଏହି ବସ୍‌ ବାହାରି ସମ୍ବଲପୁର, ଝାରସୁଗୁଡ଼ା ସୁନ୍ଦରଗଡ଼, ରାଉରକେଲା, ବୀରମିତ୍ରପୁର, ବାରାଣସୀ, ପ୍ରୟାଗରାଜ ଦେଇ ଅଯୋଧ୍ୟାରେ ପହଞ୍ଚିବ। ସେହିପରି ଏହି ରୁଟ୍‌ ଦେଇ ଅଯୋଧ୍ୟାରୁ ବରଗଡ଼ ବସ୍‌ ଆସିବ ବୋଲି ସୂଚନା ଦିଆଯାଇଛି। ଆସନ୍ତା ୧୭ ଏବଂ ୨୪ ତାରିଖରେ ମଧ୍ୟ ଏହି ବସ୍‌ ଏଠାରୁ ଛାଡ଼ିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    broken clouds
    26.8 ° C
    26.8 °
    26.8 °
    40 %
    3.9kmh
    80 %
    Sun
    28 °
    Mon
    38 °
    Tue
    38 °
    Wed
    38 °
    Thu
    36 °

    ସମ୍ବନ୍ଧିତ