Saturday, April 26, 2025
30.5 C
Odisha

    ବରଗଡ଼ରୁ ଅଯୋଧ୍ୟା ଗଡ଼ିଲା ବସ୍‌, ଷ୍ଟିଅରିଂ ଧରି ବିଧାୟକ କଲେ ଶୁଭାରମ୍ଭ

    ଆଗକୁ ପଢନ୍ତୁ

    ବରଗଡ଼ : ବରଗଡ଼ରୁ ଅଯୋଧ୍ୟାକୁ ଆଜି ସରକାରୀ ବସ୍‌ ସେବା ଆରମ୍ଭ ହୋଇଛି। ସ୍ଥାନୀୟ ବିଧାୟକ ଅଶ୍ବିନୀ କୁମାର ଷଡ଼ଙ୍ଗୀ ଏହାର ଶୁଭାରମ୍ଭ କରିଛନ୍ତି। ବରଗଡ଼ରୁ ସକାଳ ୮ଟାରୁ ଏହି ବସ୍‌ ବାହାରି ସମ୍ବଲପୁର, ଝାରସୁଗୁଡ଼ା ସୁନ୍ଦରଗଡ଼, ରାଉରକେଲା, ବୀରମିତ୍ରପୁର, ବାରାଣସୀ, ପ୍ରୟାଗରାଜ ଦେଇ ଅଯୋଧ୍ୟାରେ ପହଞ୍ଚିବ। ସେହିପରି ଏହି ରୁଟ୍‌ ଦେଇ ଅଯୋଧ୍ୟାରୁ ବରଗଡ଼ ବସ୍‌ ଆସିବ ବୋଲି ସୂଚନା ଦିଆଯାଇଛି। ଆସନ୍ତା ୧୭ ଏବଂ ୨୪ ତାରିଖରେ ମଧ୍ୟ ଏହି ବସ୍‌ ଏଠାରୁ ଛାଡ଼ିବ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    30.5 ° C
    30.5 °
    30.5 °
    37 %
    1.9kmh
    89 %
    Sat
    30 °
    Sun
    38 °
    Mon
    40 °
    Tue
    41 °
    Wed
    40 °

    ସମ୍ବନ୍ଧିତ