ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି

ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି
ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବି ଘୋଷଣା କଲେ ବାଚସ୍ପତି

ଭୁବନେଶ୍ୱର: ବଜେଟ ଅଧିବେଶନର ଆଜି ତୃତୀୟ ଦିନ। ମାତ୍ର ବିଧାନସଭା ଆରମ୍ଭରୁ ହଟ୍ଟଗୋଳ ଦେଖାଦେଇଛି। ଉଭୟ ବିଜେପି ଓ କଂଗ୍ରେସ ବିଧାୟକଙ୍କ ହଟ୍ଟଗୋଳ କାରଣରୁ ବାଚସ୍ପତି ସୂର୍ୟ୍ୟନାରାୟଣ ପାତ୍ର ଅପରାହ୍ନ ୪ଟା ଯାଏଁ ଗୃହକୁ ମୁଲତବି ଘୋଷଣା କରିଛନ୍ତି। ଚାଷୀଙ୍କ ପ୍ରସଙ୍ଗକୁ ନେଇ ବିରୋଧୀ ଦଳ ବିଧାୟକଙ୍କ ହଟ୍ଟଗୋଳ ସହ ପ୍ଲାକାର୍ଡ଼ ଦେଖାଇ ଉଭୟ ଦଳ ବିଧାୟକଙ୍କ ନାରାବାଜି ପରିସ୍ଥିତି ଦେଖାଦେଇଛି ବୋଲି ସୂଚନା ମିଳିଛି।
ପୂର୍ବରୁ ଉଭୟ ବିଜେପି ଓ କଂଗ୍ରେସ ବିଧାୟକଙ୍କ ହଟ୍ଟଗୋଳ କାରଣରୁ ବାଚସ୍ପତି ଦିନ ୧୧ଟା୩୦ଯାଏଁ ଗୃହକୁ ମୁଲତବି ଘୋଷଣା କରିଥିଲେ।