Sunday, March 15, 2026
23.5 C
Odisha

    ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା: ୨୦ରୁ ଊର୍ଦ୍ଧ୍ବ ଆହତ, ଅନେକ ଗୁରୁତର

    ଆଗକୁ ପଢନ୍ତୁ

    କଟକ : କଟକ ଜିଲ୍ଲା ଆଠଗଡ଼ ଥାନା ମୁଣ୍ଡଳୀ ରାସ୍ତାର ଛତାବର ନିକଟରେ ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବସ୍‌-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ପ୍ରାୟ ୨୦ରୁ ଊର୍ଦ୍ଧ୍ବ ଲୋକ ଆହତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଅନେକଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଆହତ ଓ ଗୁରୁତରଙ୍କୁ ଆଠଗଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍‌ଟି ଆଠଗଡ଼ରୁ କଟକ ଆସୁଥିବା ସମୟରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    23.5 ° C
    23.5 °
    23.5 °
    60 %
    2.4kmh
    0 %
    Sat
    23 °
    Sun
    38 °
    Mon
    37 °
    Tue
    38 °
    Wed
    37 °

    ସମ୍ବନ୍ଧିତ