Wednesday, July 1, 2026
26.1 C
Odisha

    ବସ୍ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା

    ଆଗକୁ ପଢନ୍ତୁ

    ଯାଜପୁର ସଡକ ଦୁର୍ଘଟଣାରେ ୫ ଜଣଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦୁଃଖ ପ୍ରକାଶ। ଶୋକସନ୍ତପ୍ତ ପରିବାରବର୍ଗକୁ ଗଭୀର ସମବେଦନା ଜଣାଇବା ସହିତ ମୃତକଙ୍କ ପରିବାର ବର୍ଗଙ୍କ ପାଇଁ ୩ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହା ସହିତ ଆହତ ବ୍ୟକ୍ତିମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ବ୍ୟବସ୍ଥା କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି। ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    light rain
    26.1 ° C
    26.1 °
    26.1 °
    85 %
    1.4kmh
    99 %
    Wed
    26 °
    Thu
    31 °
    Fri
    30 °
    Sat
    30 °
    Sun
    31 °

    ସମ୍ବନ୍ଧିତ