Thursday, June 25, 2026
25.8 C
Odisha

    ବାଇକକୁ ଧକ୍କା ଦେଲା କୁକୁଡ଼ା ବୋଝେଇ ଭ୍ୟାନ୍‌

    ଆଗକୁ ପଢନ୍ତୁ

    କରଞ୍ଜିଆ:୫୩ ନମ୍ବର ରାଜ୍ୟ ରାଜପଥରେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । କରଞ୍ଜିଆ ୫୩ ନମ୍ବର ରାଜ୍ୟ ରାଜପଥ କେନ୍ଦୁମୁଣ୍ଡି ଜଙ୍ଗଲ ପାଖରେ ବାଇକରେ ଯାଉଥିବା ଦମ୍ପତିଙ୍କୁ ଏକ କୁକୁଡ଼ା ବୋଝେଇ ଭ୍ୟାନ୍ ଧକ୍କା ଦେଇଥିଲା । ଫଳରେ ଘଟଣାସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା ।ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଥିଲା । ଖବର ପାଇଁ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିଥିଲେ । ଏହି ମାମଲାରେ ପୋଲିସର ଅଧିକ ତଦନ୍ତ ଜାରି ରହିଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    25.8 ° C
    25.8 °
    25.8 °
    79 %
    1.1kmh
    97 %
    Wed
    26 °
    Thu
    37 °
    Fri
    38 °
    Sat
    37 °
    Sun
    37 °

    ସମ୍ବନ୍ଧିତ