Thursday, July 3, 2025
23.7 C
Odisha

    ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଲା ଦ୍ରୁତଗାମୀ ହାଇୱା: ୨ ମୃତ

    ଆଗକୁ ପଢନ୍ତୁ

    କେନ୍ଦୁଝର ଜିଲ୍ଲା ୨୦ ନମ୍ବର ଜାତୀୟ ରାଜପଥ ଘସିପୁରା ଥାନା ଶୈଲଙ୍ଗ ନିକଟରେ ହାଇୱା ସହ ଧକ୍କା ହୋଇ ଦୁଇଜଣ ଯୁବକଙ୍କ ମୃତ୍ୟୁ ହୋଇଛି। ଅନ୍ୟଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ମୃତ ଯୁବକ ହେଉଛନ୍ତି ଘସିପୁରା ଥାନା ନଦୁଆଁ କଲୋନିର ଶୁଭମ୍ ଦେହୁରୀ (୧୮), ଦିପୁନ୍ ଖଟୁଆ (୧୮)। ଆହତ ହେଲେ ଦୀପକ ଦେହୁରୀ (୧୭)।ଦୀପକଙ୍କୁ ଗୁରୁତର ଅବସ୍ଥାରେ କଟକ ବଡ଼ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାପରେ ଘଟଣାସ୍ଥଳରେ ଚାପା ଉତ୍ତେଜନା ପ୍ରକାଶ ପାଇଥିଲା। ଘସିପୁରା ପୁଲିସ୍ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହିତ ଦୁର୍ଘଟଣାଗ୍ରସ୍ତ ଗାଡ଼ିକୁ ଜବତ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.7 ° C
    23.7 °
    23.7 °
    97 %
    0.8kmh
    100 %
    Thu
    24 °
    Fri
    29 °
    Sat
    29 °
    Sun
    28 °
    Mon
    25 °

    ସମ୍ବନ୍ଧିତ