Wednesday, December 10, 2025
14 C
Odisha

    ବାଇକ ଆରୋହୀଙ୍କୁ ଚାପିଦେଲା ଟ୍ରକ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ପୁଣି ଦୁର୍ଘଟଣା। ଆଇଗିଣିଆ ଛକରେ ବୁଧବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ବାଇକକୁ ଧକ୍କା ଦେଲା ଟ୍ରକ। ଫଳରେ ବାଇକ ଆରୋହୀ ଟ୍ରକ ତଳେ ଚାପି ହୋଇ ଯାଇଥିଲେ। ଘଟଣାସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ଘଟଣାସ୍ଥଳରୁ ଟ୍ରକ ଡ୍ରାଇଭରଙ୍କୁ ଅଟକ ରଖି ଖଣ୍ଡଗିରି ଥାନା ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    14 ° C
    14 °
    14 °
    47 %
    1.2kmh
    97 %
    Wed
    26 °
    Thu
    26 °
    Fri
    26 °
    Sat
    27 °
    Sun
    26 °

    ସମ୍ବନ୍ଧିତ