Wednesday, September 17, 2025
24 C
Odisha

    ବାତ୍ୟା ପାଇଁ ୨ ଦିନ ବନ୍ଦ ରହିବ ନନ୍ଦନକାନନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର: ବାତ୍ୟା ପାଇଁ ଅକ୍ଟୋବର ୨୪ ଓ ୨୫ ତାରିଖରେ ବନ୍ଦ ରହିବ ନନ୍ଦନକାନନ । ବାତ୍ୟା ଦାନା ଯୋଗୁଁ ପ୍ରଶାସନ ଏଭଳି ପଦକ୍ଷେପ ନେଇଛନ୍ତି । ବାତ୍ୟା ସମୟରେ ନନ୍ଦନକାନନରେ ରହିଥିବା ଜୀବଜନ୍ତୁଙ୍କ ଜୀବନର ସୁରକ୍ଷା ପାଇଁ ସେମାନଙ୍କୁ ସୁରକ୍ଷିତ ଭାବେ ରଖାଯିବ । ସେଥିପାଇଁ ସମସ୍ତ ପ୍ରକାର ସୁବିଧା କରାଯାଇଛି । ଜୀବଜନ୍ତୁଙ୍କ ପାଇଁ ବିପୁଳ ମାତ୍ରାରେ ଖାଦ୍ୟଶସ୍ୟ ରଖା ହୋଇଛି । ଏନେଇ ପାଟ୍ରୋଲିଂ ବ୍ୟବସ୍ଥା କରାଯିବ ବୋଲି ପିସିସି ଏଫ୍ ସୁଶାନ୍ତ ନନ୍ଦ କହିଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24 ° C
    24 °
    24 °
    96 %
    1.4kmh
    100 %
    Tue
    24 °
    Wed
    31 °
    Thu
    31 °
    Fri
    30 °
    Sat
    31 °

    ସମ୍ବନ୍ଧିତ