Wednesday, September 9, 2026
25.2 C
Odisha

    ବାପା ହତ୍ୟାକାରୀ ପୁଅକୁ ଆଜୀବନ ଜେଲ

    ଆଗକୁ ପଢନ୍ତୁ

    ବାପା ହତ୍ୟାକାରୀ ପୁଅକୁ ଆଜୀବନ ସଜା। କଟକ ଜିଲ୍ଲା ଦ୍ଵିତୀୟ ଦୌରା ଜଜ କୋର୍ଟ ଦେଲେ ଏହି ସଜା। ଆଜୀବନ ସଜା ସହ ୧୦ ହଜାର ଟଙ୍କାର ଜରିମାନା ଦେବା ପାଇଁ ନିର୍ଦ୍ଦେଶ।
    ଜରିମାନା ଅନାଦେୟ ଅଧିକ ଏକ ବର୍ଷ କାରାଦଣ୍ଡାଦେଶ ପାଇଁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ସନ୍ତୋଷ ସାହୁକୁ ଏହି ଆଜୀବନ କାରାଦଣ୍ଡାଦେଶ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଅଗଷ୍ଟ ୨୦୧୮ ମସିହାରେ ସିଡିଏ ସେକ୍ଟର-୭ରେ ଘଟିଥିଲା ଏହି ହତ୍ୟାକାଣ୍ଡ ଘଟଣା। ବାପାକୁ ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ହତ୍ୟା କରିଥିଲା ପୁଅ।ଏ ନେଇ ମର୍କତନଗର ଥାନାରେ ଏତଲା ଦିଆଯାଇଥିଲା। କୋର୍ଟ ୨୪ ଟି ଡକ୍ୟୁମେଣ୍ଟ ଓ ୨୮ ଜଣ ସାକ୍ଷୀଙ୍କ ଆଧାରରେ ଏହି କାରାଦଣ୍ଡାଦେଶ ସଜା ଶୁଣେଇଛନ୍ତି। ଏ ନେଇ ଆଡ଼ିଶନାଲ ପବ୍ଲିକ ପ୍ରୋସେକ୍ୟୁଟର ବିଶ୍ୱଜିତ୍ ବରାଳ ସୂଚନା ଦେଇଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    moderate rain
    25.2 ° C
    25.2 °
    25.2 °
    91 %
    1kmh
    100 %
    Wed
    26 °
    Thu
    28 °
    Fri
    28 °
    Sat
    28 °
    Sun
    28 °

    ସମ୍ବନ୍ଧିତ