Tuesday, September 29, 2026
30.1 C
Odisha

    ବାବା ଅଖଣ୍ଡଳମଣିଙ୍କ ପୀଠ ପାଇଁ ୧୦ କୋଟି ଘୋଷଣା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର :ଓଡ଼ିଶାର ସବୁ ଶୈବ ପୀଠ ଭଳି ବାବା ଆଖଣ୍ଡଳମଣିଙ୍କ ପୀଠ ମଧ୍ୟ ଚଳ ଚଞ୍ଚଳ। ଏହି ଅବସରରେ ବାବା ଆଖଣ୍ଡଳମଣିଙ୍କ ପୀଠ ପାଇଁ ୧୦ କୋଟି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମନ୍ଦିରର ଉନ୍ନତିମୂଳକ କାର୍ଯ୍ୟ ପାଇଁ ଅର୍ଥ ରାଶି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ। ରାଜ୍ୟ ପର୍ଯ୍ୟଟନ ବିକାଶ ପାଣ୍ଠିରୁ ୧୦ କୋଟି ସହାୟତା ପ୍ରଦାନ କରାଯାଇଛି। ଆଜି ଜାଗରରେ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିବାକୁ ଯାଇଥିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମନ୍ଦିରରେ ବାବାଙ୍କୁ ଦର୍ଶନ କରିବା ପରେ ଉପମୁଖ୍ୟମନ୍ତ୍ରୀ ଏ ନେଇ ଘୋଷଣା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.1 ° C
    30.1 °
    30.1 °
    61 %
    3kmh
    10 %
    Tue
    30 °
    Wed
    30 °
    Thu
    30 °
    Fri
    31 °
    Sat
    31 °

    ସମ୍ବନ୍ଧିତ