Saturday, July 5, 2025
24.2 C
Odisha

    ବାବା ଅଖଣ୍ଡଳମଣିଙ୍କ ପୀଠ ପାଇଁ ୧୦ କୋଟି ଘୋଷଣା

    ଆଗକୁ ପଢନ୍ତୁ

    ଭୁବନେଶ୍ୱର :ଓଡ଼ିଶାର ସବୁ ଶୈବ ପୀଠ ଭଳି ବାବା ଆଖଣ୍ଡଳମଣିଙ୍କ ପୀଠ ମଧ୍ୟ ଚଳ ଚଞ୍ଚଳ। ଏହି ଅବସରରେ ବାବା ଆଖଣ୍ଡଳମଣିଙ୍କ ପୀଠ ପାଇଁ ୧୦ କୋଟି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମନ୍ଦିରର ଉନ୍ନତିମୂଳକ କାର୍ଯ୍ୟ ପାଇଁ ଅର୍ଥ ରାଶି ଘୋଷଣା କଲେ ଉପ ମୁଖ୍ୟମନ୍ତ୍ରୀ। ରାଜ୍ୟ ପର୍ଯ୍ୟଟନ ବିକାଶ ପାଣ୍ଠିରୁ ୧୦ କୋଟି ସହାୟତା ପ୍ରଦାନ କରାଯାଇଛି। ଆଜି ଜାଗରରେ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିବାକୁ ଯାଇଥିଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ମନ୍ଦିରରେ ବାବାଙ୍କୁ ଦର୍ଶନ କରିବା ପରେ ଉପମୁଖ୍ୟମନ୍ତ୍ରୀ ଏ ନେଇ ଘୋଷଣା କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.2 ° C
    24.2 °
    24.2 °
    92 %
    3.3kmh
    100 %
    Sat
    24 °
    Sun
    25 °
    Mon
    28 °
    Tue
    25 °
    Wed
    25 °

    ସମ୍ବନ୍ଧିତ