Friday, March 20, 2026
21.4 C
Odisha

    ବାଲିଯାତ୍ରାକୁ ନେଇ ବଡ଼ ରାୟ ଦେଲେ ହାଇକୋର୍ଟ

    ଆଗକୁ ପଢନ୍ତୁ

    ବାଲିଯାତ୍ରାକୁ ନେଇ ଗୁରୁବାର ବଡ଼ ରାୟ ଦେଇଛନ୍ତି ହାଇକୋର୍ଟ। ଚଳିତ ବର୍ଷ ଉଭୟ ଉପର ଓ ତଳ ପଡ଼ିଆରେ ବାଲିଯାତ୍ରା ପାଇଁ କୋର୍ଟ ଅନୁମତି ଦେଇଛନ୍ତି। ସୂଚନାଯୋଗ୍ୟ,ହାଇକୋର୍ଟ ବାଲିଯାତ୍ରା ପ୍ରସଙ୍ଗରେ ଶୁଣାଣି କରି ଉପର ପଡିଆରେ ବାଲିଯାତ୍ରା ପାଇଁ ଅନୁମତି ଦେଇଛନ୍ତି। ଚଳିତ ବର୍ଷ ଉଭୟ ଉପର ଏବଂ ତଳ ପଡିଆରେ ବାଲିଯାତ୍ରା ହେବ। ଆସନ୍ତା ବର୍ଷ କେବଳ ତଳ ପଡ଼ିଆରେ ବାଲିଯାତ୍ରା ପାଇଁ ପ୍ରଶାସନ ପଦକ୍ଷେପ ନେବ। ଏହାସହ ଭିଡ଼ ନିୟନ୍ତ୍ରଣ ପାଇଁ ଜିଲା ପ୍ରଶାସନ ସ୍ବତନ୍ତ୍ର ରାସ୍ତାର ବ୍ୟବସ୍ଥା କରିବ। ରାସ୍ତା କଡ଼ ଓ ଫୁଟପାଥ ଉପରେ ବ୍ୟବସାୟକୁ କୋର୍ଟ ସମ୍ପୂର୍ଣ୍ଣ ବାରଣ କରିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    21.4 ° C
    21.4 °
    21.4 °
    60 %
    0.9kmh
    100 %
    Fri
    33 °
    Sat
    33 °
    Sun
    33 °
    Mon
    34 °
    Tue
    37 °

    ସମ୍ବନ୍ଧିତ