Monday, April 20, 2026
30.2 C
Odisha

    ବାଲୁକା କଳାରେ ଯୋଗ ଦିବସର ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ

    ଆଗକୁ ପଢନ୍ତୁ

    ପୁରୀ: ଆଜି ଅର୍ନ୍ତଜାତୀୟ ବିଶ୍ଵ ଯୋଗ ଦିବସ। ପ୍ରତ୍ୟେକ ବ୍ୟକ୍ତି ଦିନକୁ ଦୁଇ ଘଣ୍ଟା ଯୋଗ ଓ ପ୍ରାଣାୟାମ କଲେ ସୁସ୍ଥ ଓ ସାତଜ ଜୀବନ ଯାପନ କରିହେବ ବୋଲି ଯୋଗ ପ୍ରଶିକ୍ଷକମାନେ ମତ ଦିଅନ୍ତି। ସୁସ୍ଥ ଜୀବନ ଅତିବାହିତ କରିବାରେ ଯୋଗ ହିଁ ପ୍ରମୂଖ ଭୂମିକା ଗ୍ରହଣ କରିଥାଏ। ଏହି ଅବସରରେୂ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ପୁରୀ ବେଳାଭୂମିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯୋଗାସନର ଚିତ୍ର ନିର୍ମାଣ କରିଛନ୍ତି । ଏଥିସହ ଯୋଗର ବିଭିନ୍ନ ମୁଦ୍ରାକୁ ଅତି ସୁନ୍ଦର ଭାବେ ବାଲୁକାକଳାରେ ସ୍ଥାନ ଦେଇଛନ୍ତି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    30.2 ° C
    30.2 °
    30.2 °
    32 %
    1.1kmh
    1 %
    Mon
    43 °
    Tue
    43 °
    Wed
    43 °
    Thu
    44 °
    Fri
    44 °

    ସମ୍ବନ୍ଧିତ