Wednesday, July 2, 2025
24.5 C
Odisha

    ବାହାନଗାରେ ପୁଣି ରେଳ ଦୁର୍ଘଟଣା : ୨ ଜଣଙ୍କ ମୃତ୍ୟୁ

    ଆଗକୁ ପଢନ୍ତୁ

    ସୋର: ବାଲେଶ୍ବର ବାହାନଗାରେ ପୁଣି ରେଳ ଦୁର୍ଘଟଣା। ଏକ୍ସପ୍ରେସ୍‌ ଟ୍ରେନ୍‌ ଧକ୍କାରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ନଗା ଦାଣ୍ଡହରିପୁର ରେଳ ଫାଟକ ନିକଟରେ ଏହି ଦୁର୍ଘଟଣା ଘଟିଥିବା ବେଳେ ମୃତକ ଯୁବକ ଦୁଇ ଜଣଙ୍କ ପରିଚୟ ମିଳିନାହିଁ। ତେବେ ପୁରୀ ହାୱାଡା ଏକ୍ସପ୍ରେସ ଧକ୍କାରେ ଯୁବକ ଦୁଇଜଣଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି। ଆଜି ସକାଳେ ଦାଣ୍ଡହରିପୁର ରେଳ ଫାଟକ ନିକଟରେ ଯୁବକ ଦ୍ୱୟଙ୍କର ଖଣ୍ଡବିଖଣ୍ଡିତ ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ଜିଆରପିକୁ ଖବର ଦେଇଥିଲେ। ଜିଆରପି ପହଞ୍ଚି ମୃତଦେହକୁ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି ଓ ଘଟଣାର ତଦନ୍ତ କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    24.5 ° C
    24.5 °
    24.5 °
    88 %
    1.6kmh
    100 %
    Wed
    26 °
    Thu
    30 °
    Fri
    25 °
    Sat
    28 °
    Sun
    28 °

    ସମ୍ବନ୍ଧିତ