Saturday, September 12, 2026
23.6 C
Odisha

    ବିଜେଡିରୁ ଇସ୍ତଫା ଦେଲେ ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ଖଲ୍ଲିକୋଟର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସେଠୀ ବିଜେଡିରୁ ଇସ୍ତଫା ଦେଇଛନ୍ତି। ସେ ଦଳର ପ୍ରାଥମିକ ସଦସ୍ୟରୁ ଇସ୍ତଫା ଦେଇଛନ୍ତି। ସେ ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ପାଖକୁ ଇସ୍ତଫା ପତ୍ର ପଠାଇଛନ୍ତି। ଦଳରେ ତାଙ୍କୁ ଅଣ ଦେଖା କରାଯିବାରୁ ସେ ବିଜେଡି ଛାଡ଼ିଥିବା ସ୍ପଷ୍ଟ କରିଛନ୍ତି। ୨୦୦୯ ରୁ ୨୦୧୯ ପର୍ଯ୍ୟନ୍ତ ସେ ଖଲ୍ଲିକୋଟର ବିଧାୟକ ଥିଲେ । ତେବେ ୨୦୧୯ ରେ ବିଜେଡି ତାଙ୍କୁ ପ୍ରାର୍ଥୀ କରିନଥିଲା।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.6 ° C
    23.6 °
    23.6 °
    96 %
    2.1kmh
    100 %
    Sat
    27 °
    Sun
    30 °
    Mon
    31 °
    Tue
    31 °
    Wed
    31 °

    ସମ୍ବନ୍ଧିତ