Thursday, April 24, 2025
28.2 C
Odisha

    ବିଧାନସଭାରେ ରାଜ୍ୟପାଳଙ୍କୁ ଗାର୍ଡ଼ ଅଫ୍‌ ଅନର ପ୍ରଦାନ

    ଆଗକୁ ପଢନ୍ତୁ

    ଭୁବନେଶ୍ୱର : ଆରମ୍ଭ ହେଲା ବିଧାନସଭାର ବଜେଟ ଅଧିବେଶନ। ରାଜ୍ଯପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ଅଧିବେଶନ । ରାଜ୍ୟପାଳ ହରବାବୁ କମ୍ଭମପତି ଜୟ ଜଗନ୍ନାଥରୁ ଅଭିଭାଷଣ ଆରମ୍ଭ କରି ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ଵର୍ଗତ ମନମୋହନ ସିଂହଙ୍କ ସମେତ ରାଜ୍ୟର ଦିବଙ୍ଗତ ବିଧାୟକ ଓ ମନ୍ତ୍ରୀମାନଙ୍କୁ ଗୃହରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଏହାପୂର୍ବରୁ ବିଧାନସଭା ପରିସରରେ ରାଜ୍ୟପାଳଙ୍କୁ ଗାର୍ଡ଼ ଅଫ୍‌ ଅନର ପ୍ରଦାନ କରାଯାଇଥିଲା ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    28.2 ° C
    28.2 °
    28.2 °
    31 %
    1.1kmh
    4 %
    Thu
    44 °
    Fri
    44 °
    Sat
    45 °
    Sun
    41 °
    Mon
    41 °

    ସମ୍ବନ୍ଧିତ