Saturday, May 2, 2026
41.6 C
Odisha

    ବିଷ ପିଇ ଦେଲେ ଦୁଇ ଭଉଣୀ: ଜଣେ ମୃତ, ଜଣେ ଗୁରୁତର

    ଆଗକୁ ପଢନ୍ତୁ

    ବୌଦ୍ଧ ଜିଲା ହରଭଙ୍ଗା ଥାନା ଅଧୀନ ମହାଲିକପଡ଼ା ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି ା ବିଷ ପିଇ ଦୁଇ ଭଉଣୀ ଆତ୍ମହତ୍ୟା ଉଦ୍ୟମ କରିଥିବା ବେଳେ ଜଣଙ୍କର ମୃତ୍ୟୁ ଘଟିଛି ଓ ଅନ୍ୟ ଜଣେ ଗୁରୁତର ଥିବା ଜଣାପଡିଛି। ସୂଚନା ମୁତାବକ, ମହାଲିକପଡ଼ା ଗ୍ରାମର ମଣ୍ଟୁ ସାହୁଙ୍କ ସ୍ତ୍ରୀ ନଳିନୀ ସାହୁ(୩୦) ଓ ତାଙ୍କ ଶାଳୀ ଶଳିନୀ ସାହୁ(୨୦) କୌଣସି କାରଣରୁ ବିଷ ପିଇ ଦେଇଥିଲେ। ସେମାନଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ନିଆଯାଇଥିଲା। ଚିକିତ୍ସାଳୟରେ ଡାକ୍ତର ନଳିନୀଙ୍କୁ ମୃତ ଘୋଷଣା କରିଥିଲେ। ଶଳିନୀ ଗୁରୁତର ଅବସ୍ଥାରେ ଚିକିତ୍ସାଧୀନ ଥିବା ଜଣାଯାଇଛି । ଖବର ପାଇ ପୋଲିସ ହସ୍ପିଟାଲରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    41.6 ° C
    41.6 °
    41.6 °
    13 %
    6kmh
    25 %
    Sat
    41 °
    Sun
    42 °
    Mon
    41 °
    Tue
    33 °
    Wed
    38 °

    ସମ୍ବନ୍ଧିତ