Monday, April 21, 2025
34.7 C
Odisha

    ବୃଦ୍ଧଙ୍କୁ ହତ୍ୟା କରି ଆଖି ତାଡ଼ିନେଲେ ଦୁର୍ବୃତ୍ତ

    ଆଗକୁ ପଢନ୍ତୁ

    ଦେବଗଡ଼ : ଦେବଗଡ଼ରେ ଜଘନ୍ୟ ହତ୍ୟାକାଣ୍ଡ ଘଟିଥିବା ସାମ୍ନାକୁ ଆସିଛି । ବୃଦ୍ଧଙ୍କୁ ହତ୍ୟା କରି ଆଖି ତାଡ଼ିନେଲେ ଦୁର୍ବୃତ୍ତ । ରିଆମାଳ ଥାନା ମଳେହିପଡ଼ା ପଞ୍ଚାୟତ ବଅଁରପାଳରେ ଏପରି ହତ୍ୟାକାଣ୍ଡ ହୋଇଛି । ମୃତକ ହେଲେ ସେହି ଗାଁର ଫକୀର ମୋହନ ଧରୁଆ । ବୃଦ୍ଧଙ୍କ ଗୋଡରେ କଟା ଦାଗ ରହିଛି । ତାଙ୍କ ବାମ ଆଖି ତାଡି ନେଇଛନ୍ତି ଦୁର୍ବୃତ୍ତ। କିଏ ଓ କାହିଁକି ହତ୍ୟା କଲା ତାହା ଜଣାପଡିନାହିଁ । ପୋଲିସ ଓ ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି । ବୁଧବାର ରାତିରୁ ହତ୍ୟାକାଣ୍ଡ ହୋଇଥିବା ବେଳେ ଆଜି ପରିବାର ଲୋକ ପୋଲିସକୁ ଖବର ଦେଇଥିଲେ ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    34.7 ° C
    34.7 °
    34.7 °
    36 %
    3.8kmh
    2 %
    Mon
    37 °
    Tue
    44 °
    Wed
    44 °
    Thu
    44 °
    Fri
    45 °

    ସମ୍ବନ୍ଧିତ