Saturday, May 10, 2025
33.9 C
Odisha

    ବ୍ରିଜ୍ ତଳୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

    ଆଗକୁ ପଢନ୍ତୁ

    ଟିଟଲାଗଡ : ବ୍ରିଜ୍ ତଳୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର। ଟିଟଲାଗଡ ଜିଲ୍ଲା ବଲାଙ୍ଗୀର-କଳାହାଣ୍ଡି ରାସ୍ତା ବେଲଗାଁ ରେ ଅଭାବନୀୟ ଘଟଣା ଘଟିଛି। ଏକ ବ୍ରିଜ୍ ତଳୁ ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତକଙ୍କ ପରିଚୟ ବର୍ତ୍ତମାନ ପର୍ଯ୍ୟନ୍ତ ମିଳିପାରିନାହିଁ। ଯୁବକଙ୍କୁ କେହି ଜଣେ ହତ୍ୟା କରି ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି। ଖବର ପାଇ ସ୍ଥାନୀୟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    33.9 ° C
    33.9 °
    33.9 °
    27 %
    3.7kmh
    100 %
    Fri
    31 °
    Sat
    41 °
    Sun
    42 °
    Mon
    40 °
    Tue
    42 °

    ସମ୍ବନ୍ଧିତ