ଭୁବନେଶ୍ବରର ଏକ ଆପାର୍ଟମେଣ୍ଟରେ ୧୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବରର ଏକ ଆପାର୍ଟମେଣ୍ଟରେ ୧୨ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ବରର ଏକ ଆପାର୍ଟମେଣ୍ଟରେ ୧୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର :  ଭୁବନେଶ୍ବରର ଏକ ଆପାର୍ଟମେଣ୍ଟରୁ ୧୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ସମ୍ପୃକ୍ତ ଆପାର୍ଟମେଣ୍ଟରେ ବିଏମସି ପକ୍ଷରୁ ଯାଞ୍ଚ ଜାରି ରହିଛି । ଆପାର୍ଟମେଣ୍ଟକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିପାରେ ବିଏମସି । ସଂପୃକ୍ତ ସଂକ୍ରମିତଙ୍କ କଣ୍ଟାକ୍ଟ ଟ୍ରେସିଂ ଓ ଟ୍ରାଭେଲ ହିଷ୍ଟ୍ରି ଖୋଜାଯାଉଥିବା ଜଣାପଡିଛି ।