ଭୁବନେଶ୍ୱରରୁ ମାତ୍ର ଜଣେ କରୋନା ପଜିଟିଭ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱରରୁ ମାତ୍ର ଜଣେ କରୋନା ପଜିଟିଭ ଚିହ୍ନଟ: ୧୦ ସୁସ୍ଥ
ଭୁବନେଶ୍ୱରରୁ ମାତ୍ର ଜଣେ କରୋନା ପଜିଟିଭ ଚିହ୍ନଟ: ୧୦ ସୁସ୍ଥ

ଭୁବନେଶ୍ୱରରୁ ଆଜି ମାତ୍ର ଜଣେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସମ୍ପୃକ୍ତ ଆକ୍ରାନ୍ତ ଜଣକ ହଁସପାଳରୁ ହୋଇଥିବା ଜଣାପଡ଼ିଛି। ଅନ୍ୟପଟେ ୧୦ଜଣ କରୋନା ରୋଗୀ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଭୁବନେଶ୍ୱରରେ ବତ୍ତର୍ମାନ ସୁଦ୍ଧା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୧ ହଜାର ୯୨୬ ହୋଇଥିବାବେଳେ ୩୧ହଜାର ୫୩୦ଜଣ ସୁସ୍ଥ ହୋଇଛନ୍ତି। ସେହିପରି ୨୪୭ ଜଣଙ୍କର ମୃତ୍ୟୁ ଘଟିଛି ଓ ୧୨୮ ଜଣ ଚିକିତ୍ସିତ ହେଉଛନ୍ତି।