Saturday, January 24, 2026
22.5 C
Odisha

    ଭାଇଙ୍କ ସହ ସମ୍ପର୍କ କାଟିଲେ ମମତା

    ଆଗକୁ ପଢନ୍ତୁ

    କୋଲକାତା: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତାଙ୍କ ଭାଇ ବାବୁନଙ୍କ ସହ ସବୁ ପ୍ରକାରର ସମ୍ପର୍କଚ୍ଛିନ୍ନ କରିଛନ୍ତି। ହାୱଡା ଲୋକସଭା ଆସନ ପାଇଁ ଟିଏମସି ପ୍ରସୂନ ବାନାର୍ଜୀଙ୍କୁ ଟିକେଟ ଦେଇଛି। ଏହାପରେ ବାବୁନ ବାନାର୍ଜୀ ଅସନ୍ତୋଷ ପ୍ରକାଶ କରିଥିଲେ।ମମତା କହିଛନ୍ତି ଯେ, ମୋ ପରିବାର ଓ ମୁଁ ବାବୁନଙ୍କ ସହ ସମସ୍ତ ପ୍ରକାରର ସମ୍ପର୍କଚ୍ଛିନ୍ନ କରିଛୁ। ପ୍ରତିଟି ନିର୍ବାଚନ ପୂର୍ବରୁ ସେ ସମସ୍ୟା ସୃଷ୍ଟି କରନ୍ତି। ବଂଶବାଦ ରାଜନୀତିରେ ମଧ୍ୟ ମୋର ବିଶ୍ୱାସ ନାହିଁ। ତାଙ୍କୁ ଅସ୍ୱୀକାର କରିବାକୁ ମୁଁ ନିଷ୍ପତ୍ତି ନେଇଛି। ତାଙ୍କ ସହ ସବୁ ପ୍ରକାରର ସମ୍ପର୍କଚ୍ଛିନ୍ନ କରୁଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    22.5 ° C
    22.5 °
    22.5 °
    24 %
    1.9kmh
    0 %
    Sat
    21 °
    Sun
    30 °
    Mon
    31 °
    Tue
    32 °
    Wed
    33 °

    ସମ୍ବନ୍ଧିତ