Friday, May 1, 2026
35.8 C
Odisha

    ଭାରତୀୟ ସେନାକୁ ସମ୍ମାନିତ କରିବ ବିସିସିଆଇ

    ଆଗକୁ ପଢନ୍ତୁ

    ନୂଆଦିଲ୍ଲୀ   :  ପହଲଗାଓଁ ଘଟଣାରେ ଅପରେସନ ସିନ୍ଦୂରର ସଫଳତା ପାଇଁ ଭାରତୀୟ ସେନାକୁ ସମ୍ମାନିତ କରିବ ବିସିସିଆଇ । ଆଇପିଏଲ ସମାପନୀ ଉତ୍ସବରେ କାର୍ଯ୍ୟକ୍ରମରେ ସାମିଲ ହେବେ ୩ ସେନା ପ୍ରମୁଖ । ଜୁନ ୩ ଆଇପିଏଲ ଫାଇନାଲ ମ୍ୟାଚ୍‍ ପୂର୍ବରୁ ବିଶେଷ ଆୟୋଜନ କରିବ ବିସିସିଆଇ । ପହଲଗାଓଁ ଆକ୍ରମଣର ପ୍ରତିଶୋଧ ନେବାକୁ ଭାରତୀୟ ସେନା ଦ୍ୱାରା ଅପରେସନ ସିନ୍ଦୂର ଜରିଆରେ ପାକିସ୍ତାନରେ ଆତଙ୍କୀଙ୍କ ଆଡ୍ଡାକୁ ଧୂଳିସାତ କରିଥିଲେ । ଏଥିରେ ୧୦୦ରୁ ଅଧିକ ଆତଙ୍କବାଦୀ ନିପାତ ହୋଇଥିଲେ । ଭାରତୀୟ ସେନାର ପରାକ୍ରମକୁ ନେଇ ସବୁଠି ପ୍ରଶଂସା କରାଯାଉଥିବା ବେଳେ ସେନାକୁ ସବୁଠି ସମ୍ମାନିତ କରାଯାଉଛି ।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    scattered clouds
    35.8 ° C
    35.8 °
    35.8 °
    29 %
    3.2kmh
    28 %
    Fri
    40 °
    Sat
    41 °
    Sun
    41 °
    Mon
    40 °
    Tue
    36 °

    ସମ୍ବନ୍ଧିତ