Thursday, April 16, 2026
29.3 C
Odisha

    ଭିଜିଲାନ୍ସ ଜାଲରେ ସିଭିଲ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ

    ଆଗକୁ ପଢନ୍ତୁ

    ସୁନ୍ଦରଗଡ : ଭିଜିଲାନ୍ସ ଜାଲରେ ସରକାରୀ ବାବୁ। ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ସିଭିଲ୍ ସପ୍ଲାଏର ଜୁନିୟର ଆକାଉଣ୍ଟାଣ୍ଟ ରବିନ୍ଦ୍ର କୁମାର ବାରିକଙ୍କ ଘରେ ଭିଜିଲାନ୍ସ ଚଢଉ କରିଛି। ବାଲେଶ୍ଵର ଚୂନ ଭାଟି ନିକଟରେ ଥିବା ସାଇ ଗାର୍ଡେନ, ଗୋପାଳ ଗାଁରେ ଥିବା ଆବାସିକ ୩ ମହଲା କୋଠା, ତିନି ମହଲା ମାର୍କେଟ କମ୍ପ୍ଲେକ୍ସ ଏବଂ ଜିମ୍, କଲ୍ୟାଣ ମଣ୍ଡପ, ସୁନ୍ଦରଗଡ଼ରେ ଥିବା ତାଙ୍କ କାର୍ଯ୍ୟାଳୟ ଏବଂ ଭଡା ଘରେ ବିଭାଗ ରେଡ୍ କରୁଛି। ୩ ଜଣ ଡିଏସ୍‌ପି, ୬ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀମାନେ ଚଢଉରେ ସାମିଲ ରହିଛନ୍ତି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    few clouds
    29.3 ° C
    29.3 °
    29.3 °
    53 %
    2.6kmh
    13 %
    Thu
    30 °
    Fri
    42 °
    Sat
    43 °
    Sun
    44 °
    Mon
    43 °

    ସମ୍ବନ୍ଧିତ