Thursday, March 5, 2026
19.9 C
Odisha

    ଭିଜିଲାନ୍ସ ଜାଲରେ ସହକାରୀ ନିର୍ବାହୀ ଯନ୍ତ୍ରୀ

    ଆଗକୁ ପଢନ୍ତୁ

    ଝାରସୁଗୁଡ଼ା ଜିଲ୍ଲା ଗ୍ରାମ୍ୟ ଜଳ ଯୋଗାଣ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ରବୀନ୍ଦ୍ର ପାତ୍ର ଜଣେ ଠିକାଦାରଙ୍କଠାରୁ ବିଲ୍ ପାସ୍ କରିବା ପାଇ ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏହି ଘଟଣାରେ ରାଉରକେଲା ଭିଜିଲାନ୍ସ ବିଭାଗ ଏକ ମାମଲା ରୁଜୁ କରି ରବୀନ୍ଦ୍ର ପାତ୍ରଙ୍କୁ ଅଟକ ରଖିଥିବା ବେଳେ ତାଙ୍କ ନିକଟରୁ ରଙ୍ଗ ବୋଳା ଟଙ୍କା ଜବତ କରିଛି। ଏହି ଘଟଣା ପରେ ରବୀନ୍ଦ୍ର ପାତ୍ରଙ୍କ କାର୍ଯ୍ୟାଳୟ ସମେତ ୪ଟି ଭିନ୍ନ ଭିନ୍ନ ସ୍ଥାନରେ ଭିଜିଲାନ୍ସ ବିଭାଗ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ଉ ଆରମ୍ଭ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    clear sky
    19.9 ° C
    19.9 °
    19.9 °
    28 %
    1.6kmh
    0 %
    Thu
    36 °
    Fri
    37 °
    Sat
    38 °
    Sun
    38 °
    Mon
    36 °

    ସମ୍ବନ୍ଧିତ