Tuesday, September 22, 2026
23.3 C
Odisha

    ଭୁବନେଶ୍ବରରେ ଯୁବକଙ୍କୁ ହତ୍ୟା: ମହିଳା ସମେତ ୩ ଅଭିଯୁକ୍ତ ନୟାଗଡ଼ରୁ ଗିରଫ

    ଆଗକୁ ପଢନ୍ତୁ

    ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରର ରସୁଲଗଡ଼ ଓଭରବ୍ରିଜ୍‌ ନିକଟରେ ଆଜି ସକାଳୁ ବହୁଚର୍ଚ୍ଚିତ ସହଦେବ ସାହୁ ହତ୍ୟା ଘଟଣାରେ କମିସନରେଟ୍ ପୁଲିସର ସ୍ଵତନ୍ତ୍ର ଟିମ୍ ତିନି ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରିଛି। ପୁଲିସ ଜଣେ ମହିଳା ସମେତ ୩ ଅଭିଯୁକ୍ତଙ୍କୁ ନୟାଗଡ଼ ଜିଲ୍ଲା ଶରଣକୂଳରୁ ବୁଧବାର ସନ୍ଧ୍ୟାରେ ଗରିଫ କରିଥିବା ଜଣାଯାଇଛି। ଏହି ହତ୍ୟା କାଣ୍ଡ ଯୋଜନାବଦ୍ଧ ଥିଲା ବୋଲି ଜଣାପଡ଼ିଛି। ବ୍ରାଉନ୍‌ସୁଗାର ବ୍ୟବସାୟକୁ ନେଇ ଏହି ଘଟଣା ଘଟିଥିବା ଅନୁମାନ କରାଯାଉଛି। ସବୁଠାରୁ ବଡ଼ କଥା ହେଲା ଯେ, ଘଟଣା ଘଟିବାର ୧୦ ଘଣ୍ଟା ଭିତରେ ଅଭିଯୁକ୍ତମାନଙ୍କୁ କାବୁ କରିବାରେ ପୁଲିସ ସଫଳତା ହାସଲ କରିଛି।

    ଅନ୍ୟାନ୍ୟ ଖବର

    ପାଣିପାଗ

    Odisha
    overcast clouds
    23.3 ° C
    23.3 °
    23.3 °
    96 %
    1.2kmh
    100 %
    Tue
    27 °
    Wed
    27 °
    Thu
    24 °
    Fri
    28 °
    Sat
    25 °

    ସମ୍ବନ୍ଧିତ